Mark 3:29 — Compare Translations
7 translations compared side by side
Odia - 1840
"କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧ ରେ ଯେଉଁ ଲୋକ କିଛି କହିବ, ତାହାକୁ କବେେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସହେି ପାପର ଦୋଷୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ନିନ୍ଦା କରେ, ତା’ର କଦାପି କ୍ଷମା ନାହିଁ। କାରଣ ତା’ର ପାପ ଅନନ୍ତ କାଳ ଯାଏ ରହିଥିବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಚ್ಯಾ ಆತ್ಮ್ಯಾಚ್ಯಾ ವಿರೊದ್ ನಿಂದ್ಯಾ ಬೊಲಲ್ಲ್ಯಾಕ್, ಕನ್ನಾಚ್ ಮಾಪಿ ಗಾವಿನಾ. ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಕನ್ನಾಬಿ ಮಾಪ್ ಕರಿನಸಲ್ಲ್ಯಾ ಪಾಪಾತ್ ಪಡ್ತಾ.”