Mark 3:31 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁଙ୍କ ମାଆ ଓ ଭାଇମାନେ ସଠାେକୁ ଆସିଲେ। ସମାନେେ ବାହା ରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ-ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଯୀଶୁଙ୍କ ମା ଓ ଭାଇମାନେ ଆସି ପହଞ୍ଚିଲେ। ସେମାନେ ବାହାରେ ଠିଆ ହୋଇ ଯୀଶୁଙ୍କୁ ଡ଼ାକି ଆଣିବା ପାଇଁ ଖବର ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର ତା’ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାହାଙ୍କ ମା ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡ್ಯಾಕ್ ಮಟ್ಲ್ಯಾರ್, ಜೆಜುಚಿ ಬಾಯ್, ಅನಿ ಭಾವಾ, ಥೈ ಯೆವ್ನ್ ಪಾವ್ಲ್ಯಾನಿ. ತೆನಿ ಘರಾಚ್ಯಾ ಭಾಯ್ರ್ ಇಬೆ ರ್ಹಾವ್ನ್, ಜೆಜುಚ್ಯಾ ವಿಶಯಾತ್ ಖಬರ್ ಘೆವ್ನ್ ಯೆವ್ಕ್ ಸಾಂಗುನ್ ಧಾಡ್ಲ್ಯಾನಿ.