Mark 3:32 — Compare Translations

7 translations compared side by side

Odia - 1840
"ସେତବେେଳେ ଯୀଶୁଙ୍କ ଚାରିପଟେ ଲୋକମାନେ ଘରେି ବସିଥିଲେ। ସମାନେେ ତାହାଙ୍କୁ କହିଲେ, ତୁମ୍ଭ ମାଆ ଓ ଭାଇମାନେ ତୁମ୍ଭକୁ ବାହା ରେ ଅପେକ୍ଷା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକ-ସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମାଆ, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ଅନେକ ଲୋକ ଘେରି ବସିଥିଲେ। ସେମାନେ ତାଙ୍କୁ କହଲେ, “ଆପଣଙ୍କ ମାଆ ଓ ଭାଇମାନେ ଆପଣଙ୍କ ପାଇଁ ବାହାରେ ଅପେକ୍ଷା କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಭೊತ್ಯಾನಿ ಲೈ ಲೊಕಾ ಬಸಲ್ಲಿ ಹೊತ್ತಿ. ತೆನಿ ಜೆಜುಕ್ “ತುಜಿ ಬಾಯ್, ಅನಿ ತುಜಿ ಭಾವಾ, ಅನಿ ಭೆನಿಯಾ, ತುಕಾ ಭಾಯ್ರ್ ಹುಡ್ಕುಕ್ ಲಾಗ್ಲ್ಯಾತ್” ಮಟ್ಲ್ಯಾನಿ.