Mark 3:35 — Compare Translations

7 translations compared side by side

Odia - 1840
"ଯେଉଁମାନେ ପରମେଶ୍ବରଙ୍କ ଇଛାକୁ କାର୍ୟ୍ଯକାରୀ କରନ୍ତି, ସମାନେେ ହିଁ ମାରେ ଭାଇ, ଭଉଣୀ ଓ ମାଆ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଈଶ୍ଵରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋର ଭାଇ, ଭଉଣୀ ଓ ମା।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಯವ್ಜನಿ ಸರ್ಕೆ ಕರ್‍ತಲಿ ಲೊಕಾಚ್, ಮಾಜಿ ಬಾಯ್ ಅನಿ ಮಾಜೆ ಭಾವ್‍ ಭೆನಿಯಾ” ಮಟ್ಲ್ಯಾನ್.