Mark 3:4 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଲୋକମାନଙ୍କୁ ପଚାରିଲେ, ବିଶ୍ରାମ ଦିବସ ରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣଙ୍କର ଜୀବନ ରକ୍ଷା କରବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍? କିନ୍ତୁ ସମାନେେ ନୀରବ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଲୋକମାନଙ୍କୁ ପଚାରିଲେ, “ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ - ଜଣକର ଉପକାର କରିବା ନା ଅପକାର କରିବା? ଜଣକର ଜୀବନ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಥೈ ಹೊತ್ತ್ಯಾ ಲೊಕಾಕ್ನಿ “ಸಬ್ಬತಾಚ್ಯಾ ದಿಸಿ ಪಾಳ್ತಲೊ ಖಾಯ್ದೊ, ಬರೆ ಕರುಚೆ ಮನ್ತಾ, ಕಾಯ್ ವಾಯ್ಟ್ ಕರುಚೆ ಮನ್ತಾ? ಎಕ್ ಮಾನ್ಸಾಚೊ ಜಿಂವ್ ಹುರ್ವುಚೆ, ಮನ್ತಾ? ಕಾಯ್ ಜಿವ್ ಕಾಡುಚೆ ಮನ್ತಾ?” ಮನುನ್ ಇಚಾರ್ಲ್ಯಾನ್. ಹ್ಯಾ ಪ್ರಸ್ನ್ಯಾಕ್ ಕೊನ್ಬಿ ಕಾಯ್ ಜಬಾಬ್ ದಿವ್ಕನ್ಯಾತ್.