Mark 3:5 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ଆଡ଼କୁ ରାଗି ଚାହିଁଲେ ଏବଂ ସେମାନଙ୍କ ଠିନ ହୃଦୟ ଦେଖି ଦୁଃଖିତ ହେଲେ। ତା’ପରେ ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ହାତ ବଢ଼ାଇବା ମାତ୍ରେ ସୁସ୍ଥ ହୋଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಗಾನ್, ಜೆಜುನ್ ಸಗ್ಳ್ಯಾ ಲೊಕಾಕ್ನಿ ಎಗ್ದಾ ಅಪ್ನಾಚೆ ಡೊಳೆ ಫಿರ್ವುನ್ ಬಗಟ್ಲ್ಯಾನ್. ತೆಂಚೆ ಮಂಡ್‍ಪಾನ್ ಬಗುನ್ ತೆಕಾ ಬೆಜಾರ್ ಹೊಲೊ. ತನ್ನಾ ಜೆಜುನ್ ತ್ಯಾ “ಮಾನ್ಸಾಕ್ ತುಜೊ ಹಾತ್ ಲಾಂಬ್ ಸೊಡ್” ಮಟ್ಲ್ಯಾನ್. ತೆನಿ ಹಾತ್ ಲಾಂಬ್ ಸೊಡ್ಲ್ಯಾನ್, ತನ್ನಾಚ್ ತೆಚೊ ಹಾತ್ ಬರೊ ಹೊಲೊ.