Mark 3:6 — Compare Translations
7 translations compared side by side
Odia - 1840
"ତା' ହାତ ଭଲ ହାଇଗେଲା। ତା'ପରେ ଫାରୂଶୀମାନେ ସଠାରୁେ ଚାଲି ଗଲେ ଓ ହରେୋଦୀୟ ମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡୟନ୍ତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିକ୍ଷଣି ଫାରୁଶୀମାନେ ସମାଜ ଗୃହରୁ ବାହାରି ଯାଇ ଯୀଶୁଙ୍କୁ ହତ୍ୟା କରିବା ପାଇଁ ‘ହେରୋଦୀୟ’ ଦଳର ଲୋକମାନଙ୍କ ସହିତ ମନ୍ତ୍ରଣା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ହାତ ଭଲ ହୋଇଗଲା। ତା’ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾ ಭಾಯ್ರ್ ಗೆಲಿ, ಅನಿ ಹೆರೊದಾಚ್ಯಾ ಪಕ್ಷಾಚ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಮಿಳುನ್, ಜೆಜುಕ್ ಕಶೆ ಕರುನ್ ಜಿವಾನಿ ಮಾರ್ತಲೆ ಮನುನ್ ಯವ್ಜನ್ ಘಾಟ್ಲ್ಯಾನಿ.