Mark 3:7 — Compare Translations
7 translations compared side by side
Odia - 1840
"ଯୀଶୁ ନିଜ ଶିଷ୍ଯମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଚାଲିଗଲେ। ତାହାଙ୍କ ପଛ ରେ ଗାଲିଲୀର ଅନକେ ଲୋକ ମଧ୍ଯ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦ କୂଳକୁ ଗଲେ ଏବଂ ଲୋକମାନେ ବହୁସଂଖ୍ୟାରେ ତାଙ୍କର ଅନୁଗମନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ଯୀଶୁଙ୍କୁ ଅନୁସରଣ କଲେ ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ, ಜೆಜು ಅಪ್ನಾಚ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ಗಾಲಿಲಿಯಾ ಸಮುಂದರಾಚ್ಯಾ ದಂಡೆಕ್ ಗೆಲೊ. ಥೈ ಲೊಕಾಂಚೊ ಎಕ್ ಮೊಟೊ ತಾಂಡೊ ಜೆಜುಚ್ಯಾ ಭೊತ್ಯಾನಿ ಗೊಳಾಹೊಲೊ.