Mark 3:9 — Compare Translations

7 translations compared side by side

Odia - 1840
"ଯୀଶୁ ଅନକେ ଲୋକଙ୍କୁ ଦେଖିଲେ, ଭିଡ ହାଇେ ୟିବାରୁ ଲୋକମାନେ ଯେପରି ତାହାଙ୍କ ଆଡକୁ ମାଡି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ଯମାନଙ୍କୁ ଗୋଟିଏ େଛାଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଏତେ ଲୋକ ଗହଳି ହେଲା ଯେ, ଭିଡ଼ରୁ ରକ୍ଷା ପାଇବା ଲାଗି ତାଙ୍କ ପାଇଁ ଗୋଟିଏ ନୌକା ଯୋଗାଡ଼ କରିବାକୁ ଯୀଶୁ ଶିଷ୍ୟମାନଙ୍କୁ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନେକ ଲୋକଙ୍କୁ ଦେଖିଲେ, ଭିଡ଼ ହୋଇ ଯିବାରୁ ଲୋକମାନେ ଯେପରି ତାହାଙ୍କ ଆଡ଼କୁ ମାଡ଼ି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ୟମାନଙ୍କୁ ଗୋଟିଏ ଛୋଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଭୀଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ଡଙ୍ଗା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಮುಂದರಾಚ್ಯಾ ದಂಡೆಕ್ ಜೆಜು ಲೊಕಾಕ್ನಿ ಸಿಕ್ವುತಲೆ ಜೆಜು ಹಿ ಲೊಕಾ ಅಪ್ನಾಚ್ಯಾ ಆಂಗಾರ್ ಪಡುನ್ ಮಾಕಾ ಹಿಚಕ್ತಿಲ್, ಮನುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ, ಅಪ್ನಾಕ್ ಬಸುಕ್ ಎಕ್ ಢೊನ್ ಹಾನುನ್, ತಯಾರ್ ಕರುನ್ ಥವ್ಕ್ ಲಾವ್ಲ್ಯಾನ್.