Mark 4:10 — Compare Translations

7 translations compared side by side

Odia - 1840
"ପରେ ଯେତବେେଳେ ଯୀଶୁ ଏକୁଟିଆ ଥିଲେ, ସେତବେେଳେ ତାହାଙ୍କର ବାର ଜଣ ଯାକ ପ୍ ରରେିତ ଓ ଅନ୍ୟ ଶିଷ୍ଯମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧ ରେ ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ଵାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏକାକୀ ଥିଲାବେଳେ ଶ୍ରୋତାମାନଙ୍କ ମଧ୍ୟରୁ କେତେ ଜଣ ବାରଶିଷ୍ୟଙ୍କ ସହିତ ତାଙ୍କ ନିକଟକୁ ଆସିଲେ ଏବଂ ସେ କହିଥିବା ଦୃଷ୍ଟାନ୍ତର ତାତ୍ପର୍ଯ୍ୟ ବୁଝାଇବାକୁ ଅନୁରୋଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କାହିଁକି ଦୃଷ୍ଟାନ୍ତ ପ୍ରୟୋଗ କରନ୍ତି ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಎಕ್ಲೊಚ್ ಹೊತ್ತ್ಯಾ ತನ್ನಾ, ಕಾನಿ ಆಯ್ಕಲ್ಲಿ ಉಲ್ಲಿ ಲೊಕಾ, ಬಾರಾ ಜಾನಾ ಅಪೊಸ್ತಲಾಂಚ್ಯಾ ವಾಂಗ್ಡಾ, ಜೆಜುಕ್ಡೆ ಯೆವ್ನ್, ತಿ ಕಾನಿ ಅಮ್ಕಾ ಸೊಡ್ಸುನ್ ಸಾಂಗ್, ಮನುನ್ ಇಚಾರ್‍ಲ್ಯಾನಿ.