Mark 4:11 — Compare Translations

7 translations compared side by side

Odia - 1840
"ଯୀଶୁ କ ହେଲେ, କବଳେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ନିଗୁଢ ତତ୍ତ୍ବ ବୁଝି ପାରିବା ପାଇଁ ଶକ୍ତି ଦିଆ ଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ଯମ ରେ ସବୁକଥା କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ଵ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରାଯାଇଛି। କିନ୍ତୁ ଅନ୍ୟମାନଙ୍କୁ ଏ ସମସ୍ତ ଗଳ୍ପ ଛଳରେ କୁହାଯାଇଛି। ସେଥିପାଇଁ -
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “କେବଳ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ନିଗୂଢ଼ତତ୍ତ୍ୱ ବୁଝି ପାରିବା ପାଇଁ ଶକ୍ତି ଦିଆଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ୟମରେ ସବୁକଥା କହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ದೆವಾಚ್ಯಾ ರಾಜಾಚೊ ಖರೊ ಘುಟ್, ತುಮ್ಕಾ ದಿಲ್ಲೊ ಹಾಯ್, ಖರೆ, ದುಸ್ರಿ ಲೊಕಾ ತೆ, ಕಾನಿಚ್ಯಾ ವೈನಾ ಆಯಿಕ್ತ್ಯಾತ್”.