Mark 4:15 — Compare Translations

7 translations compared side by side

Odia - 1840
"େ ବେଳବେଳେ ବାକ୍ଯ ରାସ୍ତା ରେ ପଡି ଯାଏ। କେତକେ ଲକେ ଏହି ରାସ୍ତା ଭଳି, ସହେି ଲୋକମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି କିନ୍ତୁ ଶୟତାନ ତତ୍କ୍ଷଣାତ୍ ଆସି ସମାନଙ୍କେ ମଧିଅରେ ବୁଣ ଯାଇ ଥିବା ବାକ୍ଯକୁ ନଇେ ଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଶୁଣନ୍ତି, ପୁଣି ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟପାଖ ଭୂମି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାଟରେ ପଡ଼ିଥିବା ବୀଜ ପରି ସେହି ବାର୍ତ୍ତାକୁ କେତେ ଲୋକ ଗ୍ରହଣ କରନ୍ତି। କିନ୍ତୁ ସେମାନେ ଶୁଣିବା ମାତ୍ରେ ଶୟତାନ ତାହା ହରଣ କରିନିଏ।
Odia Bible ERV 2004 (ପବିତ୍ର ବାଇବଲ)
ବେଳେବେଳେ ବାକ୍ୟ ରାସ୍ତାରେ ପଡ଼ିଯାଏ। କେତେକ ଲୋକ ଏହି ରାସ୍ତା ଭଳି, ସେହି ଲୋକମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଶୟତାନ ତ‌ତ୍‌କ୍ଷଣାତ୍ ଆସି ସେମାନଙ୍କ ମଧ୍ୟରେ ବୁଣା ଯାଇଥିବା ବାକ୍ୟକୁ ନେଇ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಲೊಕಾ ತ್ಯಾ ವಾಟೆಚ್ಯಾ ದಂಡೆರ್ ಪಡಲ್ಲ್ಯಾ ಭ್ಹಿಂಯಾ ಸರ್ಕಿ, ತೆನಿ ದೆವಾಚ್ಯಾ ಗೊಸ್ಟಿಯಾ ಆಯ್ಕಲ್ಲ್ಯಾ ತನ್ನಾಚ್, ಸೈತಾನ್ ಯೆತಾ, ಅನಿ ತ್ಯಾ ಗೊಸ್ಟಿಯಾ ಕಾಡುನ್ ಘೆವ್ನ್ ಜಾತಾ.