Mark 4:16 — Compare Translations

7 translations compared side by side

Odia - 1840
"ଆଉ କେତକେ ଲୋକ ପଥୁରିଆ ଜମି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦ ରେ ତାହା ଗ୍ରହଣ କରି ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି, ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ପଥୁରିଆ ଜମିରେ ପଡ଼ିଥିବା ବିହନ ପରି ସେହି ବାର୍ତ୍ତାକୁ କେତେ ଲୋକ ଶୁଣିବାକ୍ଷଣି ଆନନ୍ଦରେ ଗ୍ରହଣ କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ କେତେକ ଲୋକ ପଥୁରିଆ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦରେ ତାହା ଗ୍ରହଣ କରି ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಉಲ್ಲೆ ಜಾನಾ ಗುಂಡ್ಯಾಚ್ಯಾ ತಳ್ಪಾರ್ ಪಡಲ್ಲ್ಯಾ ಬಿಂಯಾಂಚ್ಯಾ ಬಾಸೆನ್; ತೆನಿ, ಗೊಸ್ಟಿಯಾ ಆಯ್ಕಲ್ಲ್ಯಾ ತನ್ನಾ, ತ್ಯಾ ಗೊಸ್ಟಿಯಾ ಕುಶಿನ್ ಸ್ವಿಕಾರ್ ಕರ್‍ತ್ಯಾತ್.