Mark 4:17 — Compare Translations
7 translations compared side by side
Odia - 1840
"କିନ୍ତୁ ତାହାର ଚରେ ତାହାଙ୍କ ହୃଦୟର ଗଭୀରତା ରେ ପ୍ରବେଶ କରି ପା ରେ ନାହିଁ। କବଳେ କିଛି କ୍ଷଣ ପାଇଁ ସମାନେେ ବାକ୍ଯକୁ ଧରି ରଖନ୍ତି। ପରେ ଯେତବେେଳେ ବାକ୍ଯ ୟୋଗୁ ବିପଦ ଆ ସେ ବା ସମାନେେ ନିର୍ୟ୍ଯାତିତ ହୁଅନ୍ତି, ସେତବେେଳେ ସମାନେେ ତୁରନ୍ତ ବିଶ୍ବାସ ପରିତ୍ଯାଗ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଗଭୀର ଭାବରେ ତାହା ହୃଦୟଙ୍ଗମ ନ କରିବାରୁ ସେମାନେ ସେଥିରେ ସ୍ଥିର ହୋଇ ରହିପାରନ୍ତି ନାହିଁ ଏବଂ ସେହି ବାର୍ତ୍ତା ଯୋଗୁଁ ଯେତେବେଳେ ଦୁଃଖ କଷ୍ଟ ଓ ଉତ୍ପୀଡ଼ନ ଆସି ପହଞ୍ଚେ, ସେମାନଙ୍କର ପତନ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହାର ଚେର ତାହାଙ୍କ ହୃଦୟର ଗଭୀରତାରେ ପ୍ରବେଶ କରି ପାରେ ନାହିଁ। କେବଳ କିଛି କ୍ଷଣ ପାଇଁ ସେମାନେ ବାକ୍ୟକୁ ଧରି ରଖନ୍ତି। ପରେ ଯେତେବେଳେ ବାକ୍ୟ ଯୋଗୁଁ ବିପଦ ଆସେ ବା ସେମାନେ ନିର୍ଯ୍ୟାତିତ ହୁଅନ୍ତି, ସେତେବେଳେ ସେମାନେ ତୁରନ୍ତ ବିଶ୍ୱାସ ପରିତ୍ୟାଗ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ತೆಂಚ್ಯಾ ಭುತ್ತುರ್ ತ್ಯಾ ಗೊಸ್ಟಿಯಾ ಖೊಲಾತ್ ಜಾಯ್ನಸಲ್ಲ್ಯಾಸಾಟ್ನಿ, ತ್ಯಾ, ತೆಂಚೆಕ್ಡೆ ಲೈ ಎಳ್ ರೈನಾತ್. ದೆವಾಚ್ಯಾ ಗೊಸ್ಟಿಯಾಕ್ನಿ ಲಾಗುನ್ ತರಾಸ್, ನಾಜಾಲ್ಯಾರ್, ಕಸ್ಟ್, ಯೆಲ್ಲ್ಯಾತನ್ನಾ ತೆನಿ ತ್ಯಾ ಗೊಸ್ಟಿಯಾ ಸೊಡುನ್ ಸೊಡ್ತ್ಯಾತ್.