Mark 4:18 — Compare Translations

7 translations compared side by side

Odia - 1840
"ଆଉ କେତକେ ଲୋକ କଣ୍ଟାବୁଦାଗୁଡିକରେ ପଡି ଯାଇଥିବା ବୀଜ ଭଳି। ଏମାନେ ବାକ୍ଯ ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପି ପକାଏ ଓ ତାହା ଫଳହୀନ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
କଣ୍ଟାବୁଦାରେ ପଡ଼ିଥିବା ବିହନ ପରି ସେହି ବାର୍ତ୍ତାକୁ ଆଉ କେତେକ ଲୋକ ଶୁଣନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ କେତେକ ଲୋକ କଣ୍ଟାବୁଦାଗୁଡ଼ିକରେ ପଡ଼ି ଯାଇଥିବା ବୀଜ ଭଳି। ଏମାନେ ବାକ୍ୟ ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಉಲ್ಲೆ ಜಾನಾ ಕಾಟ್ಯಾಂಚ್ಯಾ ಝಿಳಿತ್ ಪಡಲ್ಲ್ಯಾ ಬಿಂಯಾಂಚ್ಯಾ ಬಾಸೆನ್, ಹೆನಿ, ದೆವಾಚ್ಯಾ ಗೊಸ್ಟಿಯಾ ಆಯಿಕ್ತ್ಯಾತ್.