Mark 4:2 — Compare Translations

7 translations compared side by side

Odia - 1840
"ଯୀଶୁ ଡଙ୍ଗା ରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସମାନଙ୍କେୁ ଉପଦେଶ ଦବୋ ପାଇଁ ଅନକଗେୁଡିଏ ଦୃଷ୍ଟାନ୍ତ ଦେଲେ। ତାହାଙ୍କ ଶିକ୍ଷା ରେ ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୀଶୁ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଗଳ୍ପ ଛଳରେ ସେମାନଙ୍କୁ ଶିକ୍ଷା ଦେଲେ। ସେ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪಾನಿಯಾಚ್ಯಾ ದಂಡೆ ಪತರ್ ಲೊಕಾ ಜಿಮ್ನಿರ್ ಬಸಲ್ಲಿ. ತನ್ನಾ ಜೆಜುನ್ ಕಾನಿಯಾಂಚ್ಯಾ ವೈನಾಚ್, ಸುಮಾರ್ ವಿಶಯ್ ಶಿಕ್ವುಲ್ಯಾನ್. ಶಿಕ್ವುತಾನಾ ಜೆಜುನ್ ಹಿ ಕಾನಿ ಸಾಂಗಟ್ಲ್ಯಾನ್.