Mark 4:20 — Compare Translations
7 translations compared side by side
Odia - 1840
"କେତକେ ଲୋକ ଭଲମାଟି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯକୁ ଶୁଣନ୍ତି ଓ ତା ହେ ଗ୍ରହଣ କରନ୍ତି। ତା'ପରେ ସମାନେେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା େ ବେଳବେଳେ ତିରିଶ ଗୁଣ, ଷାଠିଏ ଗୁଣ ବା ଶ ହେ ଗୁଣ ପର୍ୟ୍ଯନ୍ତ ଫଳ ଦଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଭଲ ଜମିରେ ପଡ଼ିଥିବା ବିହନ ପରି, ସେହି ବାର୍ତ୍ତାକୁ ଆଉ କେତେକ ଶୁଣି ଗ୍ରହଣ କରନ୍ତି ଏବଂ ଜୀବନରେ କେହି ତିରିଶ ଗୁଣ, କେହି ଷାଠିଏ ଗୁଣ ଓ କେହି ଶହେ ଗୁଣ ଫଳ ଫଳନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“କେତେକ ଲୋକ ଭଲମାଟିରେ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟକୁ ଶୁଣନ୍ତି ଓ ତାହା ଗ୍ରହଣ କରନ୍ତି। ତା’ପରେ ସେମାନେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା ବେଳେବେଳେ ତିରିଶ୍ ଗୁଣ, ଷାଠିଏ ଗୁଣ ବା ଶହେ ଗୁଣ ପର୍ଯ୍ୟନ୍ତ ଫଳ ଦେଇଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅನಿಹುರಲ್ಲಿ ಲೊಕಾ, ಬರ್ಯಾ ಮಾಟಿತ್ ಪಡಲ್ಲ್ಯಾ ಬಿಂಯಾಂಚ್ಯಾ ಬಾಸೆನ್. ತೆನಿ ದೆವಾಚ್ಯಾ ಗೊಸ್ಟಿಯಾ ಅಯಿಕ್ತ್ಯಾತ್, ಸ್ವಿಕಾರ್ ಕರ್ತ್ಯಾತ್, ಅನಿ ಪಿಕ್ಕ್ ದಿತ್ಯಾತ್. ಥೊಡೆ ತಿಸ್, ಸಾಟ್, ಅನಿ ಸೆಂಬರ್.” ಮಟ್ಲ್ಯಾನ್.
Recommended Reading