Mark 4:21 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭେ କ'ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପ ରୁଖା ଉପରେ ଦୀପ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁଣି କହିଲେ, “କେହି କ’ଣ ଦୀପଟିଏ ଜାଳି ମାଣ ତଳେ ଢ଼ାଙ୍କି ରଖେ ବା ଖଟ ତଳେ ଥୋଇଦିଏ? ତାହା କ’ଣ ଦୀପରୁଖା ଉପରେ ରଖାଯାଏ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ କ'ଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅನಿಫಿಡೆ, “ಕೊನ್‍ಬಿ, ದಿವೊ ಪೆಟ್ವುನ್, ಭೊಗುನ್ಯಾಚ್ಯಾ ಬುಡಿ, ನಾಹೊಲ್ಯಾರ್, ನಿಜ್ತಲ್ಯಾ ಮಾಚ್ಯಾಚ್ಯಾ ಬುಡಿ ಥವ್ತಾ ಕಾಯ್? ನಾ. ತೊ,ತೊ ದಿವೊ, ದಿವೊ ಥವ್ತಲ್ಯಾ ಜಾಗ್ಯಾರ್ ವೈರ್ ಥವ್ತಾ.