Mark 4:24 — Compare Translations
7 translations compared side by side
Odia - 1840
"ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହାଇେ ବିଚାର କରା ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ବର ତୁମ୍ଭକୁ ଠିକ୍ ସହେିଭଳି ଭାବରେ ଦବେେ। ବରଂ ପରମେଶ୍ବର ତୁମ୍ଭକୁ ଆହୁରି ଅଧିକ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପୁଣି ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ଯାହା ଶୁଣୁଛ, ସେଥିପ୍ରତି ମନୋଯୋଗୀ ହୁଅ। ଯେଉଁ ମାନଦଣ୍ଡରେ ତୁମେ ଅନ୍ୟର ବିଚାର କର, ସେହି ମାନଦଣ୍ଡରେ, କିନ୍ତୁ ଅଧିକ କଠୋର ଭାବରେ ଈଶ୍ୱର ତୁମର ବିଚାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ತುಮಿ ಆಯ್ಕಲ್ಯಾಸಿ ತೆಕಾ ಧ್ಯಾನ್ ದಿವಾ! ತುಮಿ ದುಸ್ರ್ಯಾಕ್ನಿ ಖಲ್ಯಾ ಖಾಯ್ದ್ಯಾನ್ ನ್ಯಾಯ್ ಕರ್ತ್ಯಾಶಿ, ತ್ಯಾಚ್ ಖಾಯ್ದ್ಯಾನ್ ದೆವ್ ತುಮ್ಕಾ ನ್ಯಾಯ್ ಕರ್ತಾ-ಅನಿ ತೆಚೆನ್ಕಿ ಕಟಿನ್ ಮಾಪಾನ್.