Mark 4:28 — Compare Translations
7 translations compared side by side
Odia - 1840
"କାହାରି ସାହାୟ୍ଯ ବିନା ଭୂମି ଆପେ ଆପେ ଶସ୍ଯ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ଯ ହୁଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗଛ ବଢ଼ି ଫଳ ଧରିବା ପାଇଁ ମାଟି ହିଁ ସବୁ କିଛି କରେ - ପ୍ରଥମେ ଗଛର ବୀଜପତ୍ର, ତା’ପରେ ଶିଷା ଏବଂ ଶେଷରେ କେଣ୍ଡାରେ ଶସ୍ୟ ଭରିଯାଏ।
Odia Bible ERV 2004 (ପବିତ୍ର ବାଇବଲ)
କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା’ପରେ କେଣ୍ଡା ହୁଏ। ତା’ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।
Odia IRV 2017 (ଓଡିଆ ବାଇବେଲ)
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಟಿ ಅಪ್ಲ್ಯಾ ಅಪ್ನಿಚ್ ತ್ಯಾ ಭ್ಹಿಂಯಾಕ್ ಉಗ್ವುನ್ ಪಿಕ್ಕ್ ದಿ ಸರ್ಕೆ ಕರ್ತಾ, ಅದ್ದಿ ಪಾಲ್ವಿ, ಮಾನಾ ಕನ್ಸಾ,ಮಾನಾ ದಾನ್ಯಾನಿ ಭರಲ್ಲಿ ಕನ್ಸಾ.