Mark 4:32 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢି ତୁମ୍ଭ ବଗିଚାର ଅନ୍ୟ ଗଛମାନଙ୍କ ଭିତ ରେ ସବୁଠାରୁ ବଡ ହାଇଯୋଏ। ତା'ର ଶାଖା ଗୁଡିକ ବଡ ହାଇଯୋଏ। ପକ୍ଷୀମାନେ ଆସି ତା ଛାଇ ରେ ବସା ବାନ୍ଧି ରହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାଟିରେ ପଡ଼ିଲେ ତାହା ବଢ଼ି ଶାଖାପ୍ରଶାଖା ମେଲାଇ ଗୋଟିଏ ବଡ଼ ଗଛରେ ପରିଣତ ହୁଏ ଏବଂ ପକ୍ଷୀମାନେ ତା’ ଛାୟାରେ ଆଶ୍ରୟ ନିଅନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା’ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೊ ಎಳ್ ಹೊಲ್ಲ್ಯಾ ಮಾನಾ, ತೆ ವಾಡ್ತಾ, ಅನಿ ಸಗ್ಳ್ಯಾ ಝಾಡಾಂಚ್ಯಾನ್ಕಿ ಮೊಟೆ ಹೊತಾ. ತೆಚ್ಯೆ ಟಾಳಿಯಾ ಎವ್ಡೆ ಮೊಟೆ ಹೊತ್ಯಾತ್ ಕಿ, ಮಳ್ಬಾತ್ ಹುಡ್ತಲಿ ಫಾಂಕ್ರಾ ಯೆವ್ನ್ ತೆಚ್ಯಾ ಸಾವ್ಳಿಕ್ ಘಂಟೆ ಭಾಂದ್ತ್ಯಾತ್.”ಮನುನ್ ಸಾಂಗಟ್ಲ್ಯಾನ್.