Mark 4:33 — Compare Translations

7 translations compared side by side

Odia - 1840
"ଯୀଶୁ ଏହି ଭଳି ଅନକେ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ଉପଦେଶ ପ୍ରଦାନ କରୁଥିଲେ। ସମାନଙ୍କେର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସମାନଙ୍କେୁ କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହିପ୍ରକାର ଅନେକ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଅନେକ ଦୃଷ୍ଟାନ୍ତ କଥା କହି ଯୀଶୁ ତାଙ୍କ ବାର୍ତ୍ତା ପ୍ରଚାର କଲେ; ସେମାନେ ଯେତିକି ବୁଝି ପାରିବେ, ସେ ସେତିକି କହୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸ್ಲ್ಯಾ ಸುಮಾರ್ ಕಾನಿಯಾ ವಾಪ್ರುನ್, ಜೆಜು, ಲೊಕಾಕ್ನಿ, ಕವ್ಡೆ ಹೊತಾ ತವ್ಡೆ ಕಳಿ ಸರ್ಕೆ, ದೆವಾಚ್ಯಾ ವಿಶಯಾತ್ ಸಾಂಗುಕ್ ಲಾಗಲ್ಲೊ.