Mark 4:34 — Compare Translations
7 translations compared side by side
Odia - 1840
"ଯୀଶୁ ଲୋକଙ୍କୁ ଉପଦେଶ ଦଲୋ ବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରଯୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ଯମାନେ ଏକୁଟିଆ ଥିବା ବେଳେ, ଯୀଶୁ ସମାନଙ୍କେୁ ସବୁଗୁଡିକର ଅର୍ଥ ସ୍ପଷ୍ଟ ଭାବରେ ବୁଝଇେ ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦୃଷ୍ଟାନ୍ତ ବିନା ଯୀଶୁ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ଯୀଶୁ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୃଷ୍ଟାନ୍ତ ବ୍ୟତୀତ ସେ ସେମାନଙ୍କୁ ଉପଦେଶ ଦେଉ ନ ଥିଲେ। କିନ୍ତୁ କେବଳ ଶିଷ୍ୟମାନଙ୍କ ସହିତ ଥିବାବେଳେ ସେ ସେମାନଙ୍କୁ ସବୁ କଥା ବ୍ୟାଖ୍ୟା କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾನಿ ನಸ್ತಾನಾ, ತೊ, ತೆಂಚ್ಯಾಕ್ಡೆ ಬೊಲಿನಸಿ, ಖರೆ, ಕಡೆಕ್ ಅಪ್ಲ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ಎಕ್ಲೊಚ್ ರಾತಾನಾ ಕಾನಿಯಾಂಚೊ ಅರ್ತ್ ಸೊಡ್ಸುನ್ ಸಾಂಗಿ.