Mark 4:36 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ସବୁ ଲୋକଙ୍କୁ ସଠାେରେ ଛାଡି ଦେଲେ। ଯେଉଁ ଡଙ୍ଗା ରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ଯମାନେ ମଧ୍ଯ ଯାଇ ସେଥି ରେ ବସିଲେ। ସଠାେରେ ଅନ୍ୟ ଡଙ୍ଗାଗୁଡିକ ମଧ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ଲୋକମାନଙ୍କୁ ଛାଡ଼ି ନୌକାରେ ଯାଇ ବସିଲେ। ସେଥିରେ ଯୀଶୁ ଆଗରୁ ବସିଥିଲେ। ସେମାନେ ନୌକା ବାହିବାକୁ ଲାଗିଲେ। ହ୍ରଦରେ ଆହୁରି ଅନେକ ନୌକା ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ସବୁ ଲୋକଙ୍କୁ ସେଠାରେ ଛାଡ଼ିଦେଲେ। ଯେଉଁ ଡଙ୍ଗାରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ୟମାନେ ମଧ୍ୟ ଯାଇ ସେଥିରେ ବସିଲେ। ସେଠାରେ ଅନ୍ୟ ଡଙ୍ଗାଗୁଡ଼ିକ ମଧ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್, ಶಿಸಾ ಲೊಕಾಕ್ನಿ ಸೊಡುನ್, ಜೆಜು ಬಸುನ್ ಹೊತ್ತ್ಯಾ ಡೊನಿತ್ ಚಡ್ಲಿ, ಅನಿ ತಸೆಚ್ ತೆಕಾ ಘೆವ್ನ್ ಗೆಲ್ಯಾನಿ. ದುಸ್ರ್ಯಾ ಢೊನಾಬಿ, ತೆಂಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ.