Mark 4:37 — Compare Translations
7 translations compared side by side
Odia - 1840
"ତା'ପରେ ହ୍ରଦ ରେ ଗୋଟିଏ ଭୟଙ୍କର ଝଡ ସୃଷ୍ଟି ହେଲା। ଡଙ୍ଗା ଆଡକୁ ଢେଉ ମାଡି ଆସିଲା। ଡଙ୍ଗା ରେ ପାଣି ପ୍ରାୟ ଭର୍ତ୍ତି ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରବଳ ତୋଫାନ ହେଲା, ପୁଣି ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ଜୋରରେ ପବନ ବହିଲା ଏବଂ ନୌକା ଭିତରକୁ ଢ଼େଉ ପଶି ଆସିବାରୁ ନୌକାଟି ଜଳପୂର୍ଣ୍ଣ ହେବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହ୍ରଦରେ ଗୋଟିଏ ଭୟଙ୍କର ଝଡ଼ ସୃଷ୍ଟି ହେଲା। ଡଙ୍ଗା ଆଡ଼କୁ ଢେଉ ମାଡ଼ି ଆସିଲା। ଡଙ୍ଗାରେ ପାଣି ପ୍ରାୟ ଭର୍ତ୍ତି ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾತಾನಾ, ಎಕಾಎಕಿಚ್ ಸಮುಂದರಾತ್ ಮೊಟೊ ವಾರೊ ಉಟ್ಲೊ, ಅನಿ ಪಾನಿಯಾಚಿ ಲ್ಹಾಟಾ ಮಾರುನ್, ಢೊನಿತ್ ಪಾನಿ ಭರುನ್,ಢೊನ್ ಬುಡುಕ್ಲಾಗಲ್ಲಿ,