Mark 4:39 — Compare Translations

7 translations compared side by side

Odia - 1840
"ଯୀଶୁ ଉଠି ପଡିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, ଶାନ୍ତ ହୁଅ, ସ୍ଥିର ହୁଅ। ତା'ପରେ ଝଡ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୀଶୁ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧୀରସ୍ଥିର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଠିଆ ହୋଇ ପବନକୁ ଧମକ ଦେଇ କହିଲେ, “ଶାନ୍ତ ହୁଅ,” ଏବଂ ଢ଼େଉକୁ କହିଲେ, “ସୁସ୍ଥିର ହୁଅ”। ହଠାତ୍ ପବନ ଥମିଗଲା ଏବଂ ସବୁ ସୁସ୍ଥିର ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉଠି ପଡ଼ିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, “ଶାନ୍ତ ହୁଅ, ସ୍ଥିର ହୁଅ।” ତା’ପରେ ଝଡ଼ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಉಟುನ್, ವಾರ್ಯಾಕ್ ಆಜ್ಞಾ ಕರುನ್ “ಗಪ್ ರ್‍ಹಾಮ್!” ಮಟ್ಲ್ಯಾನ್. ಅನಿ ಸಮುಂದರಾಚ್ಯಾ ಲ್ಹಾಟಾಕ್ನಿ “ಹಾಲುನಕಾಸಿ!” ಮಟ್ಲ್ಯಾನ್. ತನ್ನಾ ತೊ ಮೊಟೊ ವಾರೊ ಬಂದ್ ಹೊಲೊ. ಅನಿ ಸಗ್ಳೆ ಶಾಂತ್ ಹೊಲೆ.