Mark 4:41 — Compare Translations
7 translations compared side by side
Odia - 1840
"ସମାନେେ କିନ୍ତୁ ବହୁତ ଡରି ଯାଇଥିଲେ। ସମାନେେ ନିଜ ଭିତ ରେ ପଚରା ଉଚରା ହେଲେ, ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ଯ ତାହାଙ୍କୁ ମାନୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଅତ୍ୟ; ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ ପଚାରିଲେ, “ଏହି ବ୍ୟକ୍ତି କିଏ? ପାଣି ଓ ପବନ ମଧ୍ୟ ତାଙ୍କ କଥା ମାନନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କିନ୍ତୁ ବହୁତ ଡରି ଯାଇଥିଲେ। ସେମାନେ ନିଜ ଭିତରେ ପଚରା ଉଚରା ହେଲେ, “ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ୟ ତାହାଙ୍କୁ ମାନୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲೈ ಭಿಂವ್ನ್ ಗೆಲ್ಲೆ, ಅನಿ ಎಕಾಮೆಕಾಕ್ “ಹ್ಯೊ ಮಾನುಸ್ ಕೊನ್? ವಾರೊ ಅನಿ ಲ್ಹಾಟಾಸೈತ್ ಹೆನಿ ಸಾಂಗಟಲ್ಲೆ ಅಯಿಕ್ತ್ಯಾತ್!”ಮಟ್ಲ್ಯಾನಿ.