Mark 4:6 — Compare Translations

7 translations compared side by side

Odia - 1840
"କିନ୍ତୁ ସୂର୍ୟ୍ଯ ଆକାଶ ରେ ଉଠିବା ପରପରେେ ଉତ୍ତାପ ହତେୁ ଗଜାଗୁଡିକ ଜଳି ଗଲା। ମାଟି ଭିତରକୁ ଚରେ ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଚାରାଗୁଡିକ ଶୁଖି ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରେ ସୂର୍ଯ୍ୟର ପ୍ରଚଣ୍ଡ ତାପରେ ସେହି ଚାରା ଗଛ ସବୁ ଶୁଖିଗଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସୂର୍ଯ୍ୟ ଆକାଶରେ ଉଠିବା ପରେ ପରେ ଉତ୍ତାପ ହେତୁ ଗଜାଗୁଡ଼ିକ ଜଳି ଗଲା। ମାଟି ଭିତରକୁ ଚେର ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଗ୍ଭରାଗୁଡ଼ିକ ଶୁଖିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೂರ್ಯಾ ಉಗ್ವುನ್ ಯೆಲ್ಲ್ಯಾ ತನ್ನಾ, ತಿ ಝಾಡಾ ವಾಳುನ್ ಗೆಲಿ, ಕಶ್ಯಾಕ್ ಮಟ್ಲ್ಯಾರ್, ತೆಂಚಿ ಬೆರಾ ಭುತ್ತುರ್ ಜಾವ್ಕನತ್ತಿ. ತಸೆ ಮನುನ್, ತಿ ಝಾಡಾ, ವಾಳುನ್ ಗೆಲಿ.