Mark 5:1 — Compare Translations

7 translations compared side by side

Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ହ୍ରଦର ଅପର ପାଶର୍‌ବର ଗରାଶୀୟମାନଙ୍କ ଦେଶ ରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ସମୁଦ୍ରର ପରପାରସ୍ଥ ଗରାଶୀୟ-ମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦର ଅପର ପାଶ୍ୱର୍ସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ôଚଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜଣେ ଲୋକକୁ ଦୁଷ୍ଟାତ୍ମା କବଳରୁ ମୁକ୍ତକଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱର ଗରାଶୀୟମାନଙ୍କ ଦେଶରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು, ಅನಿ ತೆಚಿ ಶಿಸಾ, ಗಾಲಿಲಿಯಾ ಸಮುಂದರಾಚ್ಯಾ ತಿಕುಲ್ಯಾ ದಂಡೆಕ್, ಗೆರಸೆನಾಂಚ್ಯಾ ಪ್ರಾಂತ್ಯಾಕ್ ಯೆವ್ನ್ ಪಾವ್ಲ್ಯಾನಿ.