Mark 5:10 — Compare Translations
7 translations compared side by side
Odia - 1840
"ସହେି ଦୁଷ୍ଟାଚ୍ମାମାନେ ବାରମ୍ବାର କାକୁତି ମିନତି ହାଇେ ଭିକ୍ଷା ମାଗିଲେ ଯେ ସେ ସମାନଙ୍କେୁ ସହେି ଅଞ୍ଚଳର ବାହାରକୁ ପଠଇେ ନ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆମେ ଅନେକ।” ସେମାନଙ୍କୁ ସେ ଅଞ୍ଚଳରୁ ଦୂରକୁ ତଡ଼ି ନ ଦେବା ପାଇଁ ସେ ଯୀଶୁଙ୍କୁ ଅନୁନୟ ବିନୟ କରିବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟାତ୍ମାମାନେ ବାରମ୍ବାର କାକୁତି ମିନତି ହୋଇ ଭିକ୍ଷା ମାଗିଲେ ଯେ ସେ ସେମାନଙ୍କୁ ସେହି ଅଞ୍ଚଳର ବାହାରକୁ ପଠେଇ ନ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ, ಗಿರ್ಯಾಕ್ನಿ ತ್ಯಾ ಪ್ರಾಂತ್ಯಾತ್ನಾ ಭಾಯ್ರ್ ಘಾಲುನಕೊ ಮನುನ್ ಜೆಜುಕ್ಡೆ ಮಾಗುಲಾಗಲ್ಲೊ.