Mark 5:14 — Compare Translations

7 translations compared side by side

Odia - 1840
"ଘୁଷୁରି ପଲର ଜଗୁଆଳମାନେ ପଳଇେ ଯାଇ ସହର ରେ ଏହି ଘଟଣା ବିଷୟ ରେ କହିଲେ। ଲୋକେ କ'ଣ ଘଟିଛି ବୋଲି ଦେଖିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଳୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଘୁଷୁରି ଜଗୁଆଳିମାନେ ଧାଇଁ ଯାଇ ଏ ଖବର ସହର ଓ ନିକଟବର୍ତ୍ତୀ ଗ୍ରାମମାନଙ୍କରେ ରାଷ୍ଟ୍ର କରିଦେଲେ। କ’ଣ ଘଟିଛି, ଦେଖିବାକୁ ଅନେକ ଲୋକ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଘୁଷୁରି ପଲର ଜଗୁଆଳମାନେ ପଳେଇ ଯାଇ ସହରରେ ଏହି ଘଟଣା ବିଷୟରେ କହିଲେ। ଲୋକେ କ’ଣ ଘଟିଛି ବୋଲି ଦେଖିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଅଛି ବୋଲି ଦେଖିବାକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಡುಕ್ರಾ ಚಾರ್‍ವುತಲ್ಯಾನಿ, ಪಳುನ್ ಜಾವ್ನ್ ಶಾರಾತ್, ಅನಿ ಶೆತಾತ್ನಿ, ಹಿ ಖಬರ್ ಫರ್ಗಟ್ಲ್ಯಾನಿ, ತನ್ನಾ ಲೊಕಾ, ಕಾಯ್ ಹೊಲೆ ಮನುನ್ ಬಗುಕ್, ಥೈ ಗೆಲಿ.