Mark 5:16 — Compare Translations

7 translations compared side by side

Odia - 1840
"ସଠାେରେ କେତକେ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ୟ୍ଯ ଦେଖିଥିଲେ। ସମାନେେ ଅନ୍ୟ ଲୋକମାନଙ୍କ ଆଗ ରେ ଦୁଷ୍ଟାତ୍ମା ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ'ଣ ହେଲା, ସେ ସବୁ ବର୍ଣ୍ଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ତାହା ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୂତଗ୍ରସ୍ତ ଲୋକଟି କିପରି ସୁସ୍ଥ ହେଲା ଓ ଘୁଷୁରିମାନେ କିପରି ବିନଷ୍ଟ ହୋଇ ଥିଲେ, ଏସବୁ ଘଟଣା ଦେଖିଥିବା ଲୋକମାନେ ସେମାନଙ୍କୁ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ କେତେକ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ଯ୍ୟ ଦେଖିଥିଲେ। ସେମାନେ ଅନ୍ୟ ଲୋକମାନଙ୍କ ଆଗରେ ଦୁଷ୍ଟାତ୍ମା ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ’ଣ ହେଲା, ସେ ସବୁ ବର୍ଣ୍ଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಕಾಯ್ ಹೊಲ್ಲೆ ಬಗಟಲ್ಲ್ಯಾನಿ, ತ್ಯಾ ಗಿರೊಲಾಗಲ್ಲ್ಯಾ ಮಾನ್ಸಾಕ್ ಕಾಯ್ ಹೊಲೆ, ಅನಿ ಡುಕ್ರಾಂಚಿ ಖಬರ್ ಕಾಯ್ ಹೊಲಿ, ಮನುನ್ ಲೊಕಾಕ್ನಿ ಸಾಂಗಟ್ಲ್ಯಾನಿ.