Mark 5:19 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ତାହାକୁ ଯୀବାପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ -ସ୍ବଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସମାନଙ୍କେୁ କୁହ। ସମାନଙ୍କେୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ଅନୁମତି ନ ଦେଇ କହିଲେ, “ବରଂ ତୁମ ଘରକୁ ତୁମ ଆତ୍ମୀୟମାନଙ୍କ ନିକଟକୁ ଫେରିଯାଅ। ପ୍ରଭୁ ତୁମ ପାଇଁ ଯାହା କରିଛନ୍ତି ଏବଂ ତୁମ ପ୍ରତି ଯେଉଁ ଦୟା ଦେଖାଇଛନ୍ତି, ଏକଥା ସେମାନଙ୍କୁ କୁହ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ତାହାକୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, “ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ ସ୍ୱଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସେମାନଙ୍କୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಜೆಜು ಕಬುಲ್ ಹೊವ್ಕ್ ನಾ, ತೆಕಾ “ತಿಯಾ ತುಜ್ಯಾ ಘರಾಕ್ ಜಾ, ತುಜ್ಯಾ ಘರ್‍ಚ್ಯಾ ಲೊಕಾಕ್ನಿ, ದೆವಾನ್ ಅಪ್ನಾಚ್ಯಾ ಮೊಟ್ಯಾ ದಯೆನ್, ತುಕಾ ಕಾಯ್ ಕರ್‍ಲ್ಯಾನ್, ಮನುನ್ ಸಾಂಗ್” ಮನುನ್ ಸಾಂಗಟ್ಲ್ಯಾನ್.