Mark 5:2 — Compare Translations
7 translations compared side by side
Odia - 1840
"ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ ରେ ଗୋଟିଏ ଲୋକ କବର ମଧ୍ଯରୁ ବାହାରି ତାହାଙ୍କ ପାଖକୁ ଆସିଲା ା ତା' ଦହେ ରେ ଦୁଷ୍ଟାତ୍ମାଟି ପ୍ରବେଶ କରି ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ନୌକାରୁ ଓହ୍ଳାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ନୌକାରୁ ଓହ୍ଲାଇବାକ୍ଷଣି ସେଠାରେ ଥିବା କବର ଗୁମ୍ଫା ଭିତରୁ ଜଣେ ଭୂତଗ୍ରସ୍ତ ଲୋକ ଆସି ତାଙ୍କୁ ଭେଟିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು, ಢೊನಿತ್ನಾ ಉತ್ರುನ್ ಯೆಲ್ಲ್ಯಾ ತನ್ನಾ, ಎಕ್ ಮಾನುಸ್ ಮಸಂಕಿತ್ನಾ ಭಾಯ್ರ್ ಯೆಲೊ, ಅನಿ ಜೆಜುಕ್ ಭೆಟ್ಲೊ. ತ್ಯಾ ಮಾನ್ಸಾಚ್ಯಾ ಆಂಗಾತ್ ಗಿರೊ ಹೊತ್ತೊ.