Mark 5:20 — Compare Translations

7 translations compared side by side

Odia - 1840
"ତେଣୁ ସେ ଚାଲିଗଲା ଓ ଦକୋପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ ଯୀଶୁ କିପରି ତା ପାଇଁ କେତେ ବଡ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲା; ସେଥିରେ ସମସ୍ତେ ଚମତ୍କୃତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟି ଦେକାପଲି ଅଞ୍ଚଳକୁ ଯାଇ ଯୀଶୁ ତା’ ପାଇଁ ଯାହା କରିଥିଲେ, ସବୁଆଡ଼େ ଜଣାଇଲା। ଯେଉଁମାନେ ତା’ କଥା ଶୁଣିଲେ, ସମସ୍ତେ ଆଚମ୍ବିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ଗ୍ଭଲିଗଲା ଓ ଦେକାପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ, ଯୀଶୁ କିପରି ତା’ ପାଇଁ କେତେ ବଡ଼ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್, ತೊ ಮಾನುಸ್ ಗೆಲೊ, ಅನಿ ಜೆಜುನ್ ಅಪ್ನಾಕ್ ಕಾಯ್ ಕರ್‍ಲ್ಯಾನ್ ಮನುನ್, ಧಾ ಶಾರಾತ್ನಿ ಸಾಂಗುನ್ಗೆತ್ ಗೆಲೊ, ಹೆ ಆಯ್ಕಲ್ಲಿ ಲೊಕಾ ಅಜಾಪ್ ಹೊಲಿ.