Mark 5:21 — Compare Translations
7 translations compared side by side
Odia - 1840
"ଯୀଶୁ ନେ ୗକା ରେ ବସି ହ୍ରଦର ଅପର ପାଶର୍ବକୁ ଫରେିଗଲେ। ପୁଣି ହ୍ରଦ କୂଳ ରେ ତାହାଙ୍କ ଚାରି ପଟେ ବହୁତ ଲୋକ ଜମିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ, ସେ ସମୁଦ୍ରକୂଳରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ହ୍ରଦର ଅପର ପାଶ୍ୱର୍କୁ ଫେରିଗଲେ। ସେହି ହ୍ରଦ କୂଳରେ ଅନେକ ଲୋକ ତାଙ୍କୁ ଘେରି ଜମା ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ ବାଳିକାକୁ ଜୀବନ ଦେଲେ ଓ ଏକ ଅସୁସ୍ଥ ସ୍ତ୍ରୀକୁ ସୁସ୍ଥ କଲେ ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು, ಅನಿ ಪರ್ತುನ್ ಢೊನಾತ್ನಾ ಸಮುಂದರಾಚ್ಯಾ ತಿಕುಲ್ಯಾ ದಂಡೆಕ್ ಗೆಲೊ, ಥೈ ಸಮುಂದರಾಚ್ಯಾ ದಂಡೆರುಚ್ ಲೊಕಾಂಚೊ ಎಕ್ ಮೊಟೊ ತಾಂಡೊ ಜೆಜುಚ್ಯಾ ಭೊತ್ಯಾನಿ ಗೊಳಾ ಹೊಲೊ.