Mark 5:22 — Compare Translations
7 translations compared side by side
Odia - 1840
"ଯୀହୂଦୀ ସମାଜଗୃହର ଜଣେ ଅଧିକାରୀ ସଠାେକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ ରେ ତାହାଙ୍କ ପାଦ ତଳେ ପଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସମାଜଗୃହର ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ଥାନୀୟ ସମାଜ ଗୃହର ଯାଇରସ ନାମକ ଜଣେ ଅଧ୍ୟକ୍ଷ ସେଠାରେ ପହଞ୍ôଚଲେ
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ସମାଜଗୃହର ଜଣେ ଅଧିକାରୀ ସେଠାକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ରେ ତାହାଙ୍କ ପାଦ ତଳେ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲೊ ಸಿನಾಗೊಗಾಚೊ ಅದಿಕಾರ್ಯಾ ಹೊತ್ತೊ, ತೆಚೆ ನಾವ್ ಜಾಯಿರ್ ತೊ ಜೆಜು ಹೊತ್ತ್ಯಾಕ್ಡೆ ಯೆಲೊ, ಅನಿ ಜೆಜುಚ್ಯಾ ಪಾಂಯಾತ್ ಪಡ್ಲೊ.