Mark 5:23 — Compare Translations
7 translations compared side by side
Odia - 1840
"ସେ କାକୁତି ମିନତି ହାଇେ ଯୀଶୁଙ୍କୁ ଭିକ୍ଷା ମାଗିଲେ, ମାରେ େଛାଟ ଝିଅ ମରିବା ଉପରେ। ଦୟା କରି ଆପଣ ଆସି ତା' ଉପରେ ହାତ ରଖନ୍ତୁ, ତା ହେଲେ ସେ ସୁସ୍ଥ ହାଇଯେିବ ଓ ଜୀବନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଯୀଶୁଙ୍କୁ ଦେଖି ତାଙ୍କ ଗୋଡ଼ ତଳେ ପଡ଼ି ଆକୁଳ ନିବେଦନ କଲେ, “ମୋ’ ଝିଅଟି ସାଂଘାତିକଭାବେ ଅସୁସ୍ଥ ହୋଇ ପଡ଼ିଛି। ଆପଣ ଆସି ତା’ ଉପରେ ହାତ ଥୋଇଲେ, ସେ ସୁସ୍ଥ ହୋଇ ବଞ୍ଚିବ।”
Odia Bible ERV 2004 (ପବିତ୍ର ବାଇବଲ)
ସେ କାକୁତି ମିନତି ହୋଇ ଯୀଶୁଙ୍କୁ ଭିକ୍ଷା ମାଗିଲେ, “ମୋର ଛୋଟ ଝିଅ ମରିବା ଉପରେ। ଦୟାକରି ଆପଣ ଆସି ତା’ ଉପରେ ହାତ ରଖନ୍ତୁ, ତା’ହେଲେ ସେ ସୁସ୍ଥ ହୋଇଯିବ ଓ ଜୀବନ ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ಮಾಜಿ ಅಪುರ್ಬಾಯೆಚಿ ಲೆಕ್ ಶಿಕ್ ಹಾಯ್, ದಯಾ ಕರುನ್ ತಿಯಾ ಯೆವ್ನ್, ತಿಚ್ಯಾ ವರ್ತಿ ಹಾತ್ ಥವ್, ಹೆಚ್ಯಾನಿ, ತಿ ಬರಿ ಹೊತಾ, ಅನಿ ತಿ, ಹುರ್ತಾ” ಮನುನ್ ಲೈ ಮಾಗುಕ್ಲಾಲೊ.