Mark 5:25 — Compare Translations
7 translations compared side by side
Odia - 1840
"ସଠାେରେ ଲୋକଙ୍କ ଭିତ ରେ ଜଣେ ସ୍ତ୍ରୀ ଲୋକ ଥିଲା। ବିଗତ ବାରବର୍ଷ ଧରି ତା'ର ରକ୍ତସ୍ରାବ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର-ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ସ୍ତ୍ରୀଲୋକ ପ୍ରାୟ ବାରବର୍ଷ ଧରି ରକ୍ତସ୍ରାବ ରୋଗରେ ଭୀଷଣ କଷ୍ଟ ଭୋଗୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଲୋକଙ୍କ ଭିତରେ ଜଣେ ସ୍ତ୍ରୀଲୋକ ଥିଲା। ବିଗତ ବାରବର୍ଷ ଧରି ତା’ର ରକ୍ତସ୍ରାବ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ, ಬಾರಾ ವರ್ಸಾಕ್ನಾ, ರಗಾತ್-ಜಾತಲೊ ರೊಗ್ ಹೊತ್ತಿ, ಎಕ್ ಬಾಯ್ಕೊಮನುಸ್ ಹೊತ್ತಿ,