Mark 5:26 — Compare Translations

7 translations compared side by side

Odia - 1840
"ଅନକେ ଚିକିତ୍ସକଙ୍କ ଦ୍ବାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହାଇେ ପଡିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା'ର ସମସ୍ତ ଟଙ୍କା ଖର୍ଚ୍ଚ ହାଇେ ଯାଇଥିଲା। ତଥାପି ତା'ର ସ୍ବାସ୍ଥ୍ଯ ରେ କୌଣସି ଉନ୍ନତି ଘଟୁ ନଥିଲା। ବରଂ ତା'ର ଦହେ ଅତ୍ଯଧିକ ଖରାପ ହାଇେ ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କି ଅନେକ ବୈଦ୍ୟଙ୍କ ଦ୍ଵାରା ବହୁ କ୍ଳେଶ ଭୋଗ କରି ସର୍ବସ୍ଵ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସିତ ହୋଇ ତା’ର ସମସ୍ତ ଅର୍ଥ ବ୍ୟୟ କରିଥିଲେ ସୁଦ୍ଧା, ରୋଗ ଭଲ ନ ହୋଇ ବରଂ ବଢ଼ୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହୋଇ ପଡ଼ିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା’ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯାଇଥିଲା। ତଥାପି ତା’ର ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟୁ ନ ଥିଲା। ବରଂ ତା’ର ଦେହ ଅତ୍ୟଧିକ ଖରାପ ହୋଇ ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
Odia IRV 2017 (ଓଡିଆ ବାଇବେଲ)
ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ, ಲೈ ಕಸ್ಟ್ ಸೊಸಲ್ಲಿನ್, ಸಗ್ಳ್ಯಾ ವಗ್ದುಳ್ಯಾನಿಕ್ನಿ, ತಿ ಗೆಲಿ, ಖರೆ, ಕಾಯ್ಬಿ ಪ್ರಯೊಜನ್ ಹೊವಕ್ನಾ. ತಿಚೆಕ್ಡೆ ಹೊತ್ತೆ, ಸಗ್ಳೆ ಪೈಸೆ ತೆನಿ ಸಾರ್ಲಿನ್, ಖರೆ, ತಿಚೊ ರೊಗ್ ಅನಿ ಉಲ್ಲೊ ಜಾಸ್ತಿಚ್ ಹೊಯ್, ಖರೆ, ಕಮಿ ಹೊಯ್ನಶಿ.