Mark 5:27 — Compare Translations

7 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟି ଯୀଶୁଙ୍କ ବିଷୟ ରେ ଶୁଣିବା ପରେ ଲୋକଙ୍କ ସହିତ ତାହାଙ୍କର ଅନୁସରଣ କଲା। ସେ ପଛ ପଟରୁ ଆସି ଯୀଶୁଙ୍କ ନିକଟତର ହେଲା ଓ ତାହାଙ୍କ ବସ୍ତ୍ର ଛୁଇଁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳ ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା; କାରଣ ସେ କହୁଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯୀଶୁଙ୍କ ବିଷୟରେ ଶୁଣିଥିଲା ଏବଂ ଲୋକଗହଳି ଭିତରୁ ଯୀଶୁଙ୍କ
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ଲୋକଟି ଯୀଶୁଙ୍କ ବିଷୟରେ ଶୁଣିବା ପରେ ଲୋକଙ୍କ ସହିତ ତାହାଙ୍କର ଅନୁସରଣ କଲା। ସେ ପଛ ପଟରୁ ଆସି ଯୀଶୁଙ୍କ ନିକଟତର ହେଲା ଓ ତାହାଙ୍କ ବସ୍ତ୍ର ଛୁଇଁଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;
Odia IRV 2017 (ଓଡିଆ ବାଇବେଲ)
ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಕಾ ಜೆಜುಚ್ಯಾ ವಿಶಯಾತ್ ಖಬರ್ ಗಾವ್ಲಿ, ಅನಿ ತಿ ಮಿಯಾ ತೆಜೆ ಕಪ್ಡೆ ಅಪಡ್ಲ್ಯಾರ್ ಫಿರೆ ಆರಾಮ್ ಹೊತಾ ಮನುನ್ ಚಿಂತುನ್, ತೆಚ್ಯಾ ಫಾಟ್ನಾ ಹೊತ್ತ್ಯಾ ತಾಂಡ್ಯಾತ್ ಯೆವ್ನ್ ಗುಸ್ಲಿ,