Mark 5:29 — Compare Translations
7 translations compared side by side
Odia - 1840
"ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ ରେ ତାର ରକ୍ତସ୍ରାବ ବନ୍ଦ ହାଇଗେଲା ଓ ତାର ଶରୀର ରେ ରୋଗ ଭଲ ହାଇଗେଲା ବୋଲି ସେ ଅନୁଭବ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ତାହାର ରକ୍ତସ୍ରାବ ଶୁଷ୍କ ହେଲା, ପୁଣି ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଦେହରେ ଅନୁଭବ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯୀଶୁଙ୍କ ବସ୍ତ୍ରକୁ ଛୁଇଁଦେବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଏବଂ ସେ ରୋଗ ମୁକ୍ତ ହୋଇ ଯାଇଛି ବୋଲି ଅନୁଭବ କଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଓ ତା’ର ଶରୀରର ରୋଗ ଭଲ ହୋଇଗଲା ବୋଲି ସେ ଅନୁଭବ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ, ಜೆಜುಚ್ಯಾ ಫಾಳ್ಯಾಕ್ನಿ ಹಾತ್ಲಾವಲ್ಲ್ಯಾ ತನ್ನಾಚ್, ತಿಚೆ, ರಗಾತ್ ಜಾತಲೆ, ಬಂದ್ಹೊಲೆ. ತಿಕಾ, ಅಪ್ನಿ ಆರಾಮ್ ಹೊವ್ನ್, ಹ್ಯಾ ಕಸ್ಟಾತ್ನಾ ಭಾಯ್ರ್ ಪಡ್ಲೊ, ಮನುನ್ ಕಳ್ಳೆ.