Mark 5:30 — Compare Translations

7 translations compared side by side

Odia - 1840
"ସହେି ସମୟରେ ଯୀଶୁ ଅନୁଭବ କଲେ ଯେ ତାହାଙ୍କ ଠାରୁ ଶକ୍ତି ବାହାରି ଯାଇଛି। ସେ ଅଟକି ଗଲେ ଓ ପଛକୁ ବୁଲି ପଡି ପଚାରିଲେ, ମାରେ ବସ୍ତ୍ର କିଏ ଛୁଇଁଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍କ୍ଷଣାତ୍ ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳ ମଧ୍ୟରେ ବୁଲିପଡ଼ି କହିଲେ, କିଏ ମୋହର ଲୁଗା ଛୁଇଁଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିକ୍ଷଣି ଯୀଶୁ ତାଙ୍କଠାରୁ ଶକ୍ତି ନିର୍ଗତ ହୋଇଥିବା ଜାଣିପାରି ଲୋକମାନଙ୍କ ଆଡ଼କୁ ବୁଲିପଡ଼ି ପଚାରିଲେ, “କିଏ ମୋ’ ବସ୍ତ୍ର ଛୁଁଇଲା?”
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯୀଶୁ ଅନୁଭବ କଲେ ଯେ ତାହାଙ୍କଠାରୁ ଶକ୍ତି ବାହାରି ଯାଇଛି। ସେ ଅଟକି ଗଲେ ଓ ପଛକୁ ବୁଲି ପଡ଼ି ପଗ୍ଭରିଲେ, “ମୋର ବସ୍ତ୍ର କିଏ ଛୁଇଁଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?”
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾಚ್ ಜೆಜುಕ್ ಅಪ್ನಾತ್ನಾ, ಬಳ್ ಭಾಯ್ರ್ ಗೆಲೊ, ಮನುನ್ ಕಳ್ಳೆ, ತನ್ನಾ, ಫಾಟಿ ಪರ್ತುನ್ ತಾಂಡ್ಯಾಕ್ ಬಗುನ್,“ಮಾಜ್ಯಾ ಫಾಳ್‍ಯಾಕ್ನಿ ಕೊನ್ ಅಪಡ್ಲೆ?” ಮನುನ್ ಇಚಾರ್‍ಲ್ಯಾನ್.