Mark 5:33 — Compare Translations
7 translations compared side by side
Odia - 1840
"ସହେି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହାଇଯୋଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡିଗଲା। ସେ ଭୟ ରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସବୁ କଥା ବୁଝିପାରି ସ୍ତ୍ରୀ ଲୋକଟି ଭୟରେ କମ୍ପି କମ୍ପି ଯୀଶୁଙ୍କ ପାଦ ନିକଟରେ ଆଣ୍ଠୋଇ ପଡ଼ି ସବୁ କଥା ଜଣାଇଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହୋଇଯାଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡ଼ିଗଲା। ସେ ଭୟରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಕ್ ಅರಾಮ್ ಹೊಲ್ಲೆ ತ್ಯಾ ಬಾಯ್ಕೊಮನ್ಸಿಕ್ ಕಳಲ್ಲೆ, ತಸೆ ಮನುನ್ ಭಿಂವುನ್ ಕಾಪುಂಗೆತ್ ತಿ ಬಾಯ್ಕೊಮನುಸ್ ಜೆಜುಕ್ಡೆ ಯೆವ್ನ್ ತೆಚ್ಯಾ ಪಾಂಯಾತ್ ಪಡ್ಲಿ, ಅನಿ ಅಪ್ನಾಕ್ ಖರೆಚ್ ಕಾಯ್-ಕಾಯ್ ಹೊಲೆ ತೆ ಸಗ್ಳೆ ತೆನಿ ಜೆಜುಕ್ ಸಾಂಗ್ಲಿನ್.