Mark 5:34 — Compare Translations

7 translations compared side by side

Odia - 1840
"ଯୀଶୁ ତାକୁ କହିଲେ, ଆଗୋ ନାରୀ; ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ଶାନ୍ତି ରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲି ଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇଥା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ, “ଝିଅ! ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି। ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଶାନ୍ତିରେ ଫେରି ଯା’।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାକୁ କହିଲେ, “ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಬಾಯಿ! ತುಜ್ಯಾ ವಿಶ್ವಾಸಾನ್ ತಿಯಾ ಅರಾಮ್ ಹೊಲೆ, ಸಮಾದಾನಾನ್ ಜಾ ಅನಿ ತುಜೊ ಕಸ್ಟ್ ಸರ್ಲೊ” ಮಟ್ಲ್ಯಾನ್.