Mark 5:35 — Compare Translations
7 translations compared side by side
Odia - 1840
"ଯୀଶୁ ସଠାେରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜ ଗୃହର ଅଧିକାରୀ ଯାଈରସଙ୍କ ଘରୁ କେତକେ ଲୋକ ଆସି ତାହାଙ୍କୁ କହିଲେ, ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ(ଯୀଶୁ)ଙ୍କୁ ଅଯଥା ରେ ଆଉ କାହିଁକି ହଇରାଣ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହି କଥା କହିଲାବେଳେ, ଯାଇରସଙ୍କ ଘରୁ ଖବର ନେଇ ଆସିଥିବା ଲୋକମାନେ ତାଙ୍କୁ କହିଲେ, “ଆପଣଙ୍କ ଝିଅ ମରିଗଲାଣି, ଆଉ କାହିଁକି ଗୁରୁଙ୍କୁ ହଇରାଣ କରୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେଠାରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜଗୃହର ଅଧିକାରୀ ଯାଈରସଙ୍କ ଘରୁ କେତେକ ଲୋକ ଆସି ତାହାଙ୍କୁ କହିଲେ, “ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ (ଯୀଶୁ)ଙ୍କୁ ଅଯଥାରେ ଆଉ କାହିଁକି ହଇରାଣ କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆಜು ಬೊಲುನ್ಗೆತ್ ರಾತಾನಾ ಜಾಯಿರಾಚ್ಯಾ ಘರಾಕ್ನಾ ಥೊಡ್ಯಾ ಲೊಕಾನಿ ಯೆವ್ನ್ ಜಾಯಿರಾಕ್ “ಅತ್ತಾ ತುಜಿ ಲೆಕ್ ಮರ್ಲಿ ಅನಿ ತಿಯಾ ಗುರುಜಿಕ್ ತರಾಸ್ ಕರುಕ್ ನಕ್ಕೊ” ಮಟ್ಲ್ಯಾನಿ.