Mark 5:36 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ସମାନଙ୍କେ କଥା ଶୁଣିସାରି ଯୀହୂଦୀ ସମାଜ ଗୃହର ଅଧିକାରୀଙ୍କୁ କହିଲେ, ଭୟ କର ନାହିଁ, କବଳେ ବିଶ୍ବାସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ କଥାକୁ ଭ୍ରୂକ୍ଷେପ ନ କରି ଯାଇରସଙ୍କୁ କହିଲେ, “ଭୟ କର ନାହିଁ; କେବଳ ବିଶ୍ୱାସ କର।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆನಿ ಸಾಂಗ್ತಾಲ್ಲ್ಯಾಕ್ ಧ್ಯಾನ್ ದಿವ್ನಸ್ತಾನಾ ತ್ಯಾ ಅದಿಕಾರ್ಯಾ “ತಿಯಾ ಕಾಯ್ ಭಿಂವ್ನಕೊ, ವಿಶ್ವಾಸಾನ್ ರ್ಹಾ” ಮಟ್ಲ್ಯಾನ್.