Mark 5:37 — Compare Translations
7 translations compared side by side
Odia - 1840
"ତା'ପରେ ସେ ସମସ୍ତଙ୍କୁ ଛାଡି କବଳେ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପିତର, ଯାକୁବ ଓ ତାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯାକୁବ, ତାଙ୍କ ଭାଇ ଯୋହନ ଓ ପିତରଙ୍କ ଛଡ଼ା ସାଙ୍ଗରେ ଆଉ କାହାକୁ ନ ନେଇ ଯୀଶୁ ଯାଇରସଙ୍କ ଘରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସମସ୍ତଙ୍କୁ ଛାଡ଼ି କେବଳ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರು, ಜಾಕೊಬ್ ಅನಿ ತೆಚ್ಯಾ ಭಾವಾ ಜುವಾಂವಾಕ್ ಸೊಡುನ್ ಕೊನಾಕ್ಬಿ ಅಪ್ನಾಚ್ಯಾ ವಾಗ್ಡಾ ಯೆವ್ಕ್ ದಿವ್ಕನಾ.