Mark 5:38 — Compare Translations

7 translations compared side by side

Odia - 1840
"ସମାନେେ ଯିହୂଦୀ ସମାଜ ଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସଠାେରେ ଲୋକମାନଙ୍କୁ ଉଚ୍ଚ ସ୍ବର ରେ ବିଳାପ କରୁଥିବାର ଦେଖିଲେ। ସଠାେରେ ବହୁତ କୋଳାହଳ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟ; ରୋଦନ ଓ ବିଳାପ କରୁଥିବା ଦେଖିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ପହଞ୍ଚି ସେ ଦେଖିଲେ, ଲୋକମାନେ ଉଚ୍ଚସ୍ୱରରେ କ୍ରନ୍ଦନ ଓ ବିଳାପ କରି କୋଳାହଳ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିହୂଦୀ ସମାଜଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସେଠାରେ ଲୋକମାନଙ୍କୁ ଉଚ୍ଚ ସ୍ୱରରେ ବିଳାପ କରୁଥିବାର ଦେଖିଲେ। ସେଠାରେ ବହୁତ କୋଳାହଳ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾಯಿರಾಚ್ಯಾ ಘರಾಕ್ ಯೆಲೆ, ಥೈ ಲೊಕಾ ಜೊರಾನಿ ರಡ್ತಲೆ ಅನಿ ಗೊಳಾಡ್ತಲೆ ಜೆಜುನ್ ಬಗಟ್ಲ್ಯಾನ್,