Mark 5:4 — Compare Translations
7 translations compared side by side
Odia - 1840
"କାରଣ ତାହାକୁ ଅଧିକାଂଶ ସମୟରେ ହାତକଡି ଓ ବଡେି ଦ୍ବାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡିକୁ ଛିଣ୍ଡାଇ ଖାଲିେ ଦେଉଥିଲା ଓ ଶିକୁଳିକୁ ଖଣ୍ଡ-ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କହେି ହେଲେ ତାକୁ ନିୟନ୍ତ୍ରିତ କରିପାରୁ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ତାଇଦେଇ ବେଡ଼ିସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାରି ବଳ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ହାତର ଶିକୁଳି ଛିଣ୍ଡାଇ ଦେଉଥିଲା ଓ ଗୋଡ଼ର ବେଡ଼ି ଭାଙ୍ଗି ଦେଉଥିଲା। ତା’ର ହାତ ପାଦ ଜଞ୍ଜିରରେ ବନ୍ଧା ହେଉଥିଲା। କିନ୍ତୁ ପ୍ରତ୍ୟେକ ଥର ତାକୁ ଆୟତ୍ତ କରିବା ପାଇଁ କାହାର ସାଧ୍ୟ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତାହାକୁ ଅଧିକାଂଶ ସମୟରେ ହାତକଡ଼ି ଓ ବେଡ଼ି ଦ୍ୱାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡ଼ିକୁ ଛିଣ୍ଡାଇ ଖୋଲି ଦେଉଥିଲା ଓ ଶିକୁଳିକୁ ଖଣ୍ଡ ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କେହି ହେଲେ ତାକୁ ନିୟନ୍ତ୍ରିତ କରି ପାରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈಂದಾ ಸರ್ಪೊಳ್ಯಾನಿ, ತೆಚೆ ಹಾತ್-ಪಾಯ್ ಭಾಂದ್ಲ್ಯಾನಿ, ಖರೆ, ತೊ, ಸಗ್ಳೆಂದಾ ಸರ್ಪೊಳ್ಯಾ ತೊಡಿ, ಅನಿ ಪಾಂಯಾಕ್ನಿ ಘಾಟಲ್ಲ್ಯಾ ಬೆಡಿಯ್ಯಾ, ತೊಡುನ್ ಟಾಕಿ, ತೆಕಾ ಲೈ ಬಳ್ ಹೊತ್ತೊ. ತಸೆ ಮನುನ್, ತೆಕಾ ಸಂಬಾಳುಕ್ ಕೊನಾಕ್ಬಿ ಹೊಯ್ನಶಿ.